Isaiah 2:13 — Compare Translations
5 translations compared side by side
Odia - 1840
"ସହେି ଅହଙ୍କାର ଲୋକମାନେ ଲିବା ନୋନ ଓ ବାଶନର ଦବଦୋରୁ ଓ ଆଲୋନଗଛ ପରି ଉଚ୍ଚ ଓ ମହାନ୍ ହବେେ। ମାତ୍ର ସଦାପ୍ରଭୁ ସମାନଙ୍କେୁ ଦଣ୍ଡ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, (ସେଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅହଙ୍କାର ଲୋକମାନେ ଲିବାନୋନ ଓ ବାଶନର ଦେବଦାରୁ ଓ ଅଲୋନଗଛ ପରି ଉଚ୍ଚ ଓ ମହାନ ହେବେ। ମାତ୍ର ସଦାପ୍ରଭୁ ସେମାନଙ୍କୁ ଦଣ୍ଡ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;