Isaiah 2:15 — Compare Translations

5 translations compared side by side

Odia - 1840
"ଆଉମଧ୍ଯ ସହେି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଶାସ୍ତି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
Odia Bible ERV 2004 (ପବିତ୍ର ବାଇବଲ)
ଆଉମଧ୍ୟ ସେହି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଶାସ୍ତି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;