Isaiah 2:16 — Compare Translations

5 translations compared side by side

Odia - 1840
"ପୁଣି ସହେି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥ ରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ୍ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
Odia IRV 2017 (ଓଡିଆ ବାଇବେଲ)
ତର୍ଶୀଶ୍‍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।