Isaiah 2:17 — Compare Translations

5 translations compared side by side

Odia - 1840
"ସେତବେେଳେ ଲୋକମାନେ ଗର୍ବିତ ହବୋରୁ ନିବୃତ୍ତ ହବେେ। ସହେି ଗର୍ବିତ ମାନବ ନମ୍ର ହବେେ ଏବଂ କବଳେ ସହେିଦିନ ରେ ସଦାପ୍ରଭୁ ଉଚ୍ଚ ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟ-ମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଲୋକମାନେ ଗର୍ବିତ ହେବାରୁ ନିବୃତ୍ତ ହେବେ। ସେହି ଗର୍ବିତ ମାନବ ନମ୍ର ହେବେ ଏବଂ କେବଳ ସେହି ଦିନରେ ସଦାପ୍ରଭୁ ଉଚ୍ଚରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।