Isaiah 2:19 — Compare Translations

5 translations compared side by side

Odia - 1840
"ସେତବେେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନ୍ଶକ୍ତି ଦେଖି ଭୟଭୀତ ହବେେ। ସଦାପ୍ରଭୁ ପୃଥିବୀକୁ ଏପରି କିତ କରିବେ ଯେ ଲୋକମାନେ ଭୟଭୀତ ହାଇେ ପର୍ବତ ଗୁମ୍ଫା ରେ ଓ ପୃଥିବୀର ଗର୍ତ୍ତ ରେ ଲୁଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ଵ ଓ ମହିମାର ତେଜରୁ ଶୈଳର ଗୁମ୍ପା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନଶକ୍ତି ଦେଖି ଭୟଭୀତ ହେବେ। ସଦାପ୍ରଭୁ ପୃଥିବୀକୁ ଏପରି କମ୍ପିତ କରିବେ ଯେ, ଲୋକମାନେ ଭୟଭୀତ ହୋଇ ପର୍ବତ ଗୁମ୍ଫାରେ ଓ ପୃଥିବୀର ଗର୍ତ୍ତରେ ଲୁଚିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।