Isaiah 2:20 — Compare Translations
5 translations compared side by side
Odia - 1840
"ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ଵର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଲୋକମାନେ ସେମାନଙ୍କ ଦ୍ୱାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦେବେ। ସେମାନେ ସେହି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ୱର ଭିତରରେ ଫିଙ୍ଗି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;