Isaiah 2:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୃଥିବୀ ରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ଚର୍ୟ୍ଯ ପୂର୍ବକ ମହିମାକୁ ଭୟଭୀତ ହାଇେ ଗୁମ୍ଫା ରେ ସମାନଙ୍କେୁ ଲୁଚାଇ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ଵର୍ଣ୍ଣମୟ ପ୍ରତିମାଗଣକୁ ସେଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୃଥିବୀରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ୱର୍ଯ୍ୟ ପୂର୍ବକ ମହିମାକୁ ଭୟଭୀତ ହୋଇ ଗୁମ୍ଫାରେ ସେମାନଙ୍କୁ ଲୁଗ୍ଭଇ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।