Isaiah 2:22 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷା; ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରାଣବାୟୁଧାରୀ ମନୁଷ୍ୟ ଉପରେ ବିଶ୍ୱାସ ରଖିବ ନାହିଁ। ମନୁଷ୍ୟମାତ୍ରେ ମୃତ୍ୟୁ ସୁନିଶ୍ଚିତ। ଏମାନେ ଯେ ଈଶ୍ୱରଙ୍କ ପରି ବଳବାନ୍ ଏହା ତୁମ୍ଭେମାନେ ଚିନ୍ତା କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?