Isaiah 2:3 — Compare Translations
5 translations compared side by side
Odia - 1840
"ବହୁ ଲୋକ ସଠାେକୁ ଯିବେ। ସମାନେେ କହିବେ, ଆସ, ଆମ୍ଭମାନେେ ସଦାପ୍ରଭୁଙ୍କ ପର୍ବତକୁ ୟିବା। ଯାକୁବଙ୍କ ପରମେଶ୍ବରଙ୍କ ମନ୍ଦିରକୁ ଆମ୍ଭମାନେେ ୟିବା। ସେତବେେଳେ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କ ପଥ ବିଷଯ ରେ ଶିକ୍ଷା ଦବେେ। ଆମ୍ଭମାନେେ ତାହା ଅନୁସରଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା; କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Odia IRV 2017 (ଓଡିଆ ବାଇବେଲ)