Isaiah 2:4 — Compare Translations

5 translations compared side by side

Odia - 1840
"ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍‍ଗ ଭାଙ୍ଗି ନଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍‍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ‌‌ଖ‌ଡ଼୍‌ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)