Isaiah 2:6 — Compare Translations
5 translations compared side by side
Odia - 1840
"ମୁଁ ଏହା କହୁଛି କାହିଁକି? କାରଣ ତୁମ୍ଭମାନେେ ଯାକୁବ ବଂଶକୁ ପରିତ୍ଯାଗ କରିଛ। ତୁମ୍ଭମାନେେ ସହେି ଲୋକ ଯେଉଁମାନେ କି ପୂର୍ବଦେଶୀଯମାନଙ୍କ ଆଚାର ରେ ପରିପୂର୍ଣ୍ଣ। ତୁମ୍ଭମାନେେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ଯତବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀଯମାନଙ୍କର ସହେି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟଦ୍ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।