Isaiah 2:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଦେଶ ସୁନା ଓ ରୂପା ରେ ପରିପୂର୍ଣ୍ଣ। ସଠାେ ରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ଯ ଅଶ୍ବ ରେ ପରିପୂର୍ଣ୍ଣ ଓ ସଠାେ ରେ ରଥର ସୀମା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ଵରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଦେଶ ସୁନା ଓ ରୂପାରେ ପରିପୂର୍ଣ୍ଣ। ସେଠାରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ୟ ଅଶ୍ୱରେ ପରିପୂର୍ଣ୍ଣ ଓ ସେଠାରେ ରଥର ସୀମା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।