Isaiah 2:8 — Compare Translations
5 translations compared side by side
Odia - 1840
"ଆଉମଧ୍ଯ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ବାରା ପୂଜିତ ପ୍ରତିମା ରେ ପରିପୂର୍ଣ୍ଣ। ସହେି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ବହସ୍ତ ନିର୍ମିତ ଓ ସମାନେେ ସଗେୁଡ଼ିକୁ ପୂଜା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ଵହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉମଧ୍ୟ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ୱାରା ପୂଜିତ ପ୍ରତିମାରେ ପରିପୂର୍ଣ୍ଣ। ସେହି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ୱହସ୍ତ ନିର୍ମିତ ଓ ସେମାନେ ସେଗୁଡ଼ିକୁ ପୂଜା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳି ନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।