Isaiah 2:9 — Compare Translations
5 translations compared side by side
Odia - 1840
"ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସମାନେେ ଅଧୋଗାମୀ ହାଇେଛନ୍ତି। ତେଣୁ ଏହା ନିଶ୍ଚିତ ଯେ ପରମେଶ୍ବର କବେେ ସମାନଙ୍କେୁ କ୍ଷମା କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସେମାନେ ଅଧୋଗାମୀ ହୋଇଛନ୍ତି। ତେଣୁ ଏହା ନିଶ୍ଚିତ ଯେ, ପରମେଶ୍ୱର କେବେ ସେମାନଙ୍କୁ କ୍ଷମା କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।