Isaiah 20:1 — Compare Translations

5 translations compared side by side

Odia - 1840
"ଅଶୂରର ରାଜା ସର୍ଗୋନାଙ୍କ ପ୍ ରରେିତ ତର୍ତ୍ତନ ଅସଦୋଦ ନଗର ବିପକ୍ଷ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ମିଶର ଓ କୂଶକୁ ପରାସ୍ତ କରିବ ଅଶୂରର ରାଜା ସର୍ଗୋନାଙ୍କ ପ୍ରେରିତ ତର୍ତ୍ତନ ଅସଦୋଦ ନଗର ବିପକ୍ଷରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
Odia IRV 2017 (ଓଡିଆ ବାଇବେଲ)
ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;