Isaiah 20:2 — Compare Translations
5 translations compared side by side
Odia - 1840
"ସହେି ସମୟରେ ସଦାପ୍ରଭୁ ଅମାେସଙ୍କ ପୁତ୍ର ଯିଶାଇୟଙ୍କ ଦ୍ବାରା ଏହି କଥା କହିଲେ, ୟାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।' ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ଯପାଦ ହାଇେ ଭ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସଦାପ୍ରଭୁ ଆମୋସଙ୍କ ପୁତ୍ର ଯିଶାଇୟଙ୍କ ଦ୍ୱାରା ଏହି କଥା କହିଲେ, “ଯାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।” ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ୟପାଦ ହୋଇ ଭ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।