Isaiah 20:3 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ତିନିବର୍ଷ ଧରି ବିବସ୍ତ୍ର ଓ ଶୂନ୍ଯପାଦ ହାଇେ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ବରୂପ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ତିନି ବର୍ଷ ଧରି ବିବସ୍ତ୍ର ଓ ଶୂନ୍ୟପାଦ ହୋଇ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅଦ୍ଭୂତ ଲକ୍ଷଣ ସ୍ୱରୂପ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;