Isaiah 20:4 — Compare Translations

5 translations compared side by side

Odia - 1840
"ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀଯମାନେ ଲଜ୍ଜିତ ହବେ। କାରଣ ମିଶରୀଯ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀଯ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ଯପାଦ କରି ସମାନେେ ତାଙ୍କ ଦେଶରୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀୟମାନେ ଲଜ୍ଜିତ ହେବେ। କାରଣ ମିଶରୀୟ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପାଦ କରି ସେମାନେ ତାଙ୍କ ଦେଶରୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।