Isaiah 20:5 — Compare Translations

5 translations compared side by side

Odia - 1840
"ଲୋକମାନେ କୂଶକୁ ସାହାୟ୍ଯ ପାଇଁ ଚାହିଁବେ। ମାତ୍ର ସମାନେେ ନିରାଶ ହାଇେ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହବୋ ଦେଖି ତା'ର ଲୋକମାନେ ଆଶ୍ଚର୍ୟ୍ଯ ଓ ଲଜ୍ଜିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କୂଶକୁ ସାହାଯ୍ୟ ପାଇଁ ଗ୍ଭହିଁବେ। ମାତ୍ର ସେମାନେ ନିରାଶ ହୋଇ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହେବା ଦେଖି ତା’ର ଲୋକମାନେ ଆଶ୍ଚର୍ଯ୍ୟ ଓ ଲଜ୍ଜିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।