Isaiah 20:6 — Compare Translations

5 translations compared side by side

Odia - 1840
"ସହେି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, ଆମ୍ଭମାନେେ ଏହି ଦେଶଗୁଡ଼ିକ ଉପ ରେ ସାହାୟ୍ଯ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟକୁ ରକ୍ଷା ପାଇଁ ପାଇଁ ସମାନଙ୍କେ ନିକଟକୁ ଆମ୍ଭମାନେେ ବିଶ୍ବାସ ଭୂମି ଭାବି ଧାଇଁ ୟାଇଥିଲୁ। ମାତ୍ର ସହେି ଦେଶଗୁଡ଼ିକ ଅଧିକୃତ ହେଲା, ତବେେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭମାନେେ କିପରି ବଞ୍ଚିବୁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, “ଆମ୍ଭେମାନେ ଏହି ଦେଶଗୁଡ଼ିକ ଉପରେ ସାହାଯ୍ୟ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟରୁ ରକ୍ଷା ପାଇବା ପାଇଁ ସେମାନଙ୍କ ନିକଟକୁ ଆମ୍ଭେମାନେ ବିଶ୍ୱାସ ଭୂମି ଭାବି ଧାଇଁ ଯାଇଥିଲୁ। ମାତ୍ର ସେହି ଦେଶଗୁଡ଼ିକ ଅଧିକୃତ ହେଲା, ତେବେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭେମାନେ କିପରି ବଞ୍ଚିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?