Isaiah 21:1 — Compare Translations
5 translations compared side by side
Odia - 1840
"ସାଗର ସମୀପସ୍ଥ ପ୍ରାନ୍ତର ବିଷଯ ରେ ଶାେକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ଯା ତୁଲ୍ଯ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାରୋକ୍ତି । ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ,ଏକ ଭୟଙ୍କର ଦେଶରୁ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା “ସାଗର ସମୀପସ୍ଥ ପ୍ରାନ୍ତର” ବିଷୟରେ ଶୋକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ୟା ତୁଲ୍ୟ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।