Isaiah 21:10 — Compare Translations
5 translations compared side by side
Odia - 1840
"ଯିଶାଇୟ କହିଲେ, ହେ ମାରେ ଲୋକମାନେ, ମୁଁ ଇଶ୍ରାୟେଲ ପରମେଶ୍ବର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭମାନେେ ଶସ୍ଯ ଖଳା ରେ ଶସ୍ଯପରି ଦଳିଦବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ କହିଲେ, “ହେ ମୋର ଲୋକମାନେ, ମୁଁ ଇସ୍ରାଏଲ ପରମେଶ୍ୱର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭେମାନେ ଶସ୍ୟ ଖଳାରେ ଶସ୍ୟପରି ଦଳିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।