Isaiah 21:12 — Compare Translations

5 translations compared side by side

Odia - 1840
"ପ୍ରହରି ଉତ୍ତର କଲା, ପ୍ରଭାତ ଆସୁଅଛି, ମାତ୍ର ତା'ପ ରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଚାରିବାର ଅଛି, ତବେେ ତୁମ୍ଭମାନେେ ଫରେିଆସ ଓ ପଚାର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରହରୀ କହିଲା, ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯେବେ ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରହରୀ ଉତ୍ତର କଲା, “ପ୍ରଭାତ ଆସୁଅଛି, ମାତ୍ର ତା’ପରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଗ୍ଭରିବାର ଅଛି, ତେବେ ତୁମ୍ଭେମାନେ ଫେରି ଆସ ଓ ପଗ୍ଭର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”
Odia IRV 2017 (ଓଡିଆ ବାଇବେଲ)
ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”