Isaiah 21:13 — Compare Translations

5 translations compared side by side

Odia - 1840
"ଆରବ ବିଷଯକ ଦୁଃଖବାର୍ତ୍ତା। ଦଦାନୀଯ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧିଅରେ ରାତ୍ରି ୟାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରବ ବିଷୟକ ଭାରୋକ୍ତି । ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରିଯାପନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆରବ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ଆରବ ବିଷୟକ ଦୁଃଖବାର୍ତ୍ତା। ଦଦନୀୟ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧ୍ୟରେ ରାତ୍ରି ଯାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।