Isaiah 21:14 — Compare Translations

5 translations compared side by side

Odia - 1840
"ସମାନେେ କେତକେ ତୃଷାର୍ତ୍ତ ପଥିକମାନଙ୍କୁ ଜଳ ଦେଲେ। ଟମାେ ଦେଶବାସୀ କେତକେ ପଳାତକ ପଥିକଙ୍କୁ ଖାଦ୍ୟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ଟେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କେତେକ ତୃଷାର୍ତ୍ତ ପଥିକମାନଙ୍କୁ ଜଳ ଦେଲେ। ଟେମା ଦେଶବାସୀ କେତେକ ପଳାତକ ପଥିକଙ୍କୁ ଖାଦ୍ୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।