Isaiah 21:16 — Compare Translations

5 translations compared side by side

Odia - 1840
"ମାରେପ୍ରଭୁ ସଦାପ୍ରଭୁ ମାେତେ ସଗେୁଡ଼ିକ ଘଟିବ ବୋଲି କହିଲେ। ଏକ ବର୍ଷ ମଧିଅରେ ବତନେ ଜୀବିର ବର୍ଷ ପ୍ରମାଣେ କଦରରେ ସମସ୍ତ ଗୌରବ ଲୁପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦରର ସକଳ ପ୍ରତାପ ଲୁପ୍ତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ମୋତେ ସେଗୁଡ଼ିକ ଘଟିବ ବୋଲି କହିଲେ। “ଏକ ବର୍ଷ ମଧ୍ୟରେ ବେତନ ଜୀବିର ବର୍ଷ ପ୍ରମାଣେ କେଦରର ସମସ୍ତ ଗୌରବ ଲୁପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;