Isaiah 21:17 — Compare Translations

5 translations compared side by side

Odia - 1840
"ସହେି ସମୟରେ କଦରରେ ବୀରଗଣ ମଧ୍ଯରୁ ଅଳ୍ପ କେତକେ ଧନୁର୍ଦ୍ଧର ରକ୍ଷା ପାଇବେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେଦରବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧର ଅବଶିଷ୍ଟ ରହିବେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ କେଦରର ବୀରଗଣ ମଧ୍ୟରୁ ଅଳ୍ପ କେତେକ ଧନୁର୍ଦ୍ଧର ରକ୍ଷା ପାଇବେ।” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।