Isaiah 21:2 — Compare Translations
5 translations compared side by side
Odia - 1840
"ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ଵାସଘାତକ ବିଶ୍ଵାସଘାତକତା କରୁଅଛି ଓ ଲୁଟକାରୀ ଲୁଟୁଅଛି । ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ଵନିସବୁ ନିବୃତ୍ତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ୱାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ହେ ଏଲମ୍! ଯାଅ ଯୁଦ୍ଧ କର। ହେ ମାଦିୟେ, ତୁମ୍ଭ ସୈନ୍ୟବାହିନୀ ଦ୍ୱାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସେହି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।