Isaiah 21:3 — Compare Translations
5 translations compared side by side
Odia - 1840
"ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରା; କରିଅଛିନ୍ତ ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ଵଳ ଯେ, ମୁଁ ଦେଖି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭୟଙ୍କର ଦୃଶ୍ୟ ଦେଖି ମୋର ପେଟ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି। ସେହି ଯନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ମୋତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହୋଇ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟରେ ଥରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।