Isaiah 21:4 — Compare Translations
5 translations compared side by side
Odia - 1840
"ମାରେ ହୃଦଯ ଧକାଉଛି। ମହା ଭୟ ରେ ମୁଁ ଥରହର ହାଇେଅଛି। ମାରେ ଆନନ୍ଦ ରୂପକ ସାଯଂକାଳ ମହାରାତ୍ରିର ଭୟର କାରଣ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସାୟଂକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ହୃଦୟ ଧକାଉଛି, ମହା ଭୟରେ ମୁଁ ଥରହର ହୋଇଅଛି। ମୋର ଆନନ୍ଦ ରୂପକ ସାୟଂକାଳ ମହାରାତ୍ରିର ଭୟର କାରଣ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି।