Isaiah 21:5 — Compare Translations

5 translations compared side by side

Odia - 1840
"ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସମାନେେ, ମଜେ ସଜାନ୍ତି, ଭୋଜନ ଓ ପାନ କରନ୍ତି।' ସହେି ସମୟରେ ସୈନ୍ଯମାନେ କୁହନ୍ତି, ପ୍ରହରି ନିୟୁକ୍ତ କର, ହେ ଅଧିପତିଗଣ ଉଠ, ଢ଼ାଲ ତୈଳାନ୍ତ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସେମାନେ, “ମେଜ ସଜାନ୍ତି, ଭୋଜନ ଓ ପାନ କରନ୍ତି। ସେହି ସମୟରେ ସୈନ୍ୟମାନେ କୁହନ୍ତି, ପ୍ରହରୀ ନିଯୁକ୍ତ କର, ହେ ଅଧିପତିଗଣ ଉଠ, ଢାଲ ତୈଳାନ୍ତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।