Isaiah 21:6 — Compare Translations

5 translations compared side by side

Odia - 1840
"ମାରେପ୍ରଭୁ ମାେତେ କହିଲେ, ୟାଅ ଏକ ଜଣ ପ୍ରହରି ନିୟୁକ୍ତ କର। ସେ ଯାହା ଦେଖିବ ତାହା ସପରେି ପ୍ରକାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ମୋତେ କହିଲେ, “ଯାଅ ଏକ ଜଣ ପ୍ରହରୀ ନିଯୁକ୍ତ କର। ସେ ଯାହା ଦେଖିବ ତାହା ସେପରି ପ୍ରକାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
Odia IRV 2017 (ଓଡିଆ ବାଇବେଲ)
କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;