Isaiah 21:7 — Compare Translations

5 translations compared side by side

Odia - 1840
"ସେ ଯେତବେେଳେ ଦୁଇଦଳ ଅଶ୍ବାରୋହୀ ସୈନ୍ଯ ଦେଖିବ ଏକ ଦଳ ଗର୍ଦ୍ଦଭା ରୋହୀ ସୈନ୍ଯ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ଯ ଦେଖିବ ସେତବେେଳେ ସେ ପ୍ରହରୀ ମନୋୟୋଗ ପୂର୍ବକ ଅତି ଯତ୍ନ ରେ କର୍ଣ୍ଣପାତ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ଵାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯନିରେ କର୍ଣ୍ଣପାତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେତେବେଳେ ଦୁଇଦଳ ଅଶ୍ୱାରୋହୀ ସୈନ୍ୟ ଦେଖିବ ଏକ ଦଳ ଗର୍ଦ୍ଦଭାରୋହୀ ସୈନ୍ୟ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ୟ ଦେଖିବ ସେତେବେଳେ ସେ ପ୍ରହରୀ ମନୋଯୋଗ ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”