Isaiah 21:8 — Compare Translations

5 translations compared side by side

Odia - 1840
"ତା'ପ ରେ ଦିନେ, ସେ ପ୍ରହରୀ କହିଲା, ହେ ମାରେ ପ୍ରଭୁ, ପ୍ରତିଦିନ ଦିନ ବେଳେ ମୁଁ ନିରନ୍ତର ଦୁର୍ଗ ରେ ଠିଆ ହାଇେ ଜଗିି ରହିଥାଏ ଓ ପ୍ରତି ରାତି ରେ। ମୁଁ ଆପଣା ପହରା ସ୍ଥାନ ରେ ସତର୍କ ଦୃଷ୍ଟି ରଖିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶଦ୍ଦ କରି କହିଲା, ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦିନେ, ସେ ପ୍ରହରୀ କହିଲା, “ହେ ମୋର ପ୍ରଭୁ, ପ୍ରତିଦିନ, ଦିନ ବେଳେ ମୁଁ ନିରନ୍ତର ଦୁର୍ଗରେ ଠିଆ ହୋଇ ଜଗି ରହିଥାଏ, ଓ ପ୍ରତି ରାତିରେ ମୁଁ ଆପଣା ପହରା ସ୍ଥାନରେ ସତର୍କ ଦୃଷ୍ଟି ରଖିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”