Isaiah 21:9 — Compare Translations

5 translations compared side by side

Odia - 1840
"ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ବାରୋହୀ ସୈନ୍ଯ ଆସୁଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି । ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ୱାରୋହୀ ସୈନ୍ୟ ଆସୁଛନ୍ତି।” ତା’ପରେ ଜଣେ ଦୂତ କହିଲା, “ବାବିଲ ପରାସ୍ତ ହୋଇଛି ଓ ବାବିଲର ପତନ ହୋଇଛି। ତା’ର ପ୍ରତିମାଗୁଡ଼ିକ ଭାଙ୍ଗି ଭୂମିସାତ୍ ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”