Isaiah 22:1 — Compare Translations

5 translations compared side by side

Odia - 1840
"ଦର୍ଶନ ଉପତ୍ୟକା ସମ୍ବନ୍ଧୀଯ ଏକ ଦୁଃଖବାର୍ତ୍ତା: ତୁମ୍ଭମାନଙ୍କର କ'ଣ ହାଇେଛି? ତୁମ୍ଭମାନେେ କାହିଁକି ଛାତ ଉପରକୁ ୟାଇଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ଦର୍ଶନ ଉପତ୍ୟକା ସମ୍ବନ୍ଧୀୟ ଏକ ଦୁଃଖବାର୍ତ୍ତା: ତୁମ୍ଭମାନଙ୍କର କ’ଣ ହୋଇଛି? ତୁମ୍ଭେମାନେ କାହିଁକି ଛାତ ଉପରକୁ ଯାଇଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
Odia IRV 2017 (ଓଡିଆ ବାଇବେଲ)
ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କ’ଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?