Isaiah 22:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ୟିରୁଶାଲମସ୍ଥ ଗୃହଗୁଡ଼ିକୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯିରୁଶାଲମସ୍ଥ ଗୃହଗୁଡ଼ିକୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।