Isaiah 22:11 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭମାନେେ ପୁରାତନ ପୁଷ୍କରିଣୀର ଜଳ ସଂଗ୍ରହ ନିମିତ୍ତ ନଗରୀର ଦୁଇ ପ୍ରାଚୀରର ମଧ୍ଯବର୍ତ୍ତୀ ସ୍ଥାନ ରେ ବଡ଼ ଜଳାଶଯ ଖାେଳିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ସଂଗ୍ରହ ନିମିତ୍ତ ନଗରୀର ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ସ୍ଥାନରେ ବଡ଼ ଜଳାଶୟ ଖୋଳିଲ। ତୁମ୍ଭେମାନେ ନିଜର ସୁରକ୍ଷା ପାଇଁ ଏ ସବୁ କଲ। ମାତ୍ର ଯେ ଏହାକୁ ସାଧନ କଲେ ସେ ସୃଷ୍ଟିକର୍ତ୍ତାଙ୍କୁ ତୁମ୍ଭେ ବିଶ୍ୱାସ କଲ ନାହିଁ। ଦୀର୍ଘକାଳ ଧରି ଯେ ଏହାକୁ ଗଢ଼ିଲେ, ତୁମ୍ଭେମାନେ ତାଙ୍କୁ ଆଦର କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।