Isaiah 22:12 — Compare Translations

5 translations compared side by side

Odia - 1840
"ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;