Isaiah 22:13 — Compare Translations

5 translations compared side by side

Odia - 1840
"ମାତ୍ର ଦେଖ! ଲୋକମାନେ ଆମାଦେ ପ୍ରମାଦେ କରୁଛନ୍ତି। ସମାନେେ କହୁଛନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦେଖ! ଲୋକମାନେ ଆମୋଦପ୍ରମୋଦ କରୁଛନ୍ତି। ସେମାନେ କହୁଛନ୍ତି: “ଗୋବଧ ଓ ମେଷମାନଙ୍କୁ କର୍ତ୍ତନ କର। ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ କର। ଆସ ଆମ୍ଭେମାନେ ଭୋଜନ ଓ ପାନ କରିବା କାରଣ କାଲି ଆମ୍ଭେମାନେ ମରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।