Isaiah 22:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବଶକ୍ତିମାନ ସ୍ବଯଂ ମାରେକର୍ଣ୍ଣ ରେ ପ୍ରକାଶ କଲେ, ତୁମ୍ଭମାନଙ୍କର ଅପରାଧ ମୃତ୍ଯୁ ପର୍ୟ୍ଯନ୍ତ କ୍ଷମା ପାଇବ ନାହିଁ।' ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଶକ୍ତିମାନ ସ୍ୱୟଂ ମୋର କର୍ଣ୍ଣରେ ପ୍ରକାଶ କଲେ, “ତୁମ୍ଭମାନଙ୍କର ଅପରାଧ ମୃତ୍ୟୁ ପର୍ଯ୍ୟନ୍ତ କ୍ଷମା ପାଇବ ନାହିଁ।” ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।