Isaiah 22:15 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ, ତୁମ୍ଭେ ଗୃହର ଅଧ୍ଯକ୍ଷ ଶୀବନ ନିକଟକୁ ୟାଇ କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ,
Odia Bible ERV 2004 (ପବିତ୍ର ବାଇବଲ)
ଶୀବନ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ, “ତୁମ୍ଭେ ଗୃହର ଅଧ୍ୟକ୍ଷ ଶୀବନ ନିକଟକୁ ଯାଇ କୁହ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,