Isaiah 22:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏଠା ରେ କ'ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠା ରେ ଏକ କବର ଖୋଳୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!