Isaiah 22:17 — Compare Translations
5 translations compared side by side
Odia - 1840
" ହେ ଶକ୍ତିଶାଳୀ ମାନବ, ସଦାପ୍ରଭୁ ତୁମ୍ଭକୁ ଦଳି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଶକ୍ତିଶାଳୀ ମାନବ, ସଦାପ୍ରଭୁ ତୁମ୍ଭକୁ ଦଳି ଦେବେ। ସେ ତୁମ୍ଭକୁ ଏକ ପେଣ୍ଡୁ ସଦୃଶ ଗଡ଼ାଇ ଗଡ଼ାଇ ନିଜର ବାହୁ ବଳରେ ଏକ ପ୍ରଶସ୍ତ ଦେଶକୁ ଫିଙ୍ଗି ଦେବେ ଯେଉଁଠାରେ ତୁମ୍ଭେ ମରିବ। “ତୁମ୍ଭେ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥଗୁଡ଼ିକ ପାଇଁ ଗର୍ବ କରିବ, ମାତ୍ର ପ୍ରଭୁଙ୍କ ଗୃହରେ ଏହା ନିକୃଷ୍ଟ ବୋଲି ପ୍ରମାଣିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।