Isaiah 22:18 — Compare Translations
4 translations compared side by side
Odia - 1840
"ସେ ତୁମ୍ଭକୁ ଏକ ପେଣ୍ଡୁ ସଦୃଶ ଗଡ଼ାଇ ଗଡ଼ାଇ ନିଜର ବାହୁ ବଳ ରେ ଏକ ପ୍ରଶସ୍ତ ଦେଶକୁ ଫିଙ୍ଗି ଦବେେ ଯେଉଁଠା ରେ ତୁମ୍ଭେ ମରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।