Isaiah 22:19 — Compare Translations

5 translations compared side by side

Odia - 1840
"ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦବେି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦେବି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।