Isaiah 22:2 — Compare Translations

5 translations compared side by side

Odia - 1840
"ହେ ଆନନ୍ଦ ଧ୍ବନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ଖଡ୍ଗ ରେ ନିହତ ହାଇେ ନାହାଁନ୍ତି କିନ୍ତୁ ୟୁଦ୍ଧ ରେ ମରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍‍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆନନ୍ଦ ଧ୍ୱନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ‌‌ଖ‌ଡ଼୍‌ଗରେ ନିହତ ହୋଇ ନାହାନ୍ତି କିମ୍ବା ଯୁଦ୍ଧରେ ମରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।