Isaiah 22:21 — Compare Translations

5 translations compared side by side

Odia - 1840
"ସଦେିନ ମୁଁ ତୁମ୍ଭର ପରିଧାନ ନଇେ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କତ୍ତୃର୍ତ୍ବାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ୟିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ମୁଁ ତୁମ୍ଭର ପରିଧାନ ନେଇ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କର୍ତ୍ତୃତ୍ୱାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ଯିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।