Isaiah 22:23 — Compare Translations
5 translations compared side by side
Odia - 1840
"ମୁଁ ତାକୁ ଖିଲ ସଦୃଶ ସୁଦୃଢ଼ ସ୍ଥାନ ରେ ବିଦ୍ଧ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାକୁ ଖିଲ ସଦୃଶ ସୁଦୃଢ଼ ସ୍ଥାନରେ ବିଦ୍ଧ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।