Isaiah 22:24 — Compare Translations
5 translations compared side by side
Odia - 1840
"ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପ ରେ ଟଙ୍ଗାଇବେ। ସମସ୍ତ ବଯସ୍କ ଓ େଛାଟ ପିଲାମାନେ ତା'ଉପ ରେ ନିର୍ଭର କରିବେ। ସହେି ଲୋକମାନେ ପାନପାତ୍ର ଅବଧି କଳଶ ପର୍ୟ୍ଯନ୍ତ ପ୍ରେତ୍ୟକକ କ୍ଷୁଦ୍ର ପାତ୍ର ତାହା ଉପ ରେ ଟଙ୍ଗାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପରେ ଟଙ୍ଗାଇବେ। ସମସ୍ତ ବୟସ୍କ ଓ ଛୋଟ ପିଲାମାନେ ତା’ଉପରେ ନିର୍ଭର କରିବେ। ସେହି ଲୋକମାନେ ପାନପାତ୍ର ଅବଧି କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।